ଓଡିଶା ଖବର

ଆସନ୍ତା ୨୦ ତାରିଖରେ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ

ଆସନ୍ତା ୨୦ ତାରିଖରେ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ

ଆସନ୍ତା ୨୦ ତାରିଖରେ ରାଜ୍ୟରେ ଦ୍ୱିତୀୟ ପର୍ଯ୍ୟାୟ ମତଦାନ । ଆଜି ଶେଷ ହେଉଛି ଦ୍ୱିତୀୟ ପର୍ଯ୍ୟାୟ ମତଦାନ ପାଇଁ ପ୍ରଚାର । ଶେଷ ଦିନରେ ୩ ପ୍ରମୁଖ ଦଳ ପ୍ରଚାରକୁ ଜୋରଦାର କରିବେ । ବହୁ ହେବି ୱେଟ୍ ନେତା ତଥା ଦଳର ଷ୍ଟାର ପ୍ରଚାରକ ୫ ସଂସଦୀୟ କ୍ଷେତ୍ର ଏବଂ ଏହା ଅନ୍ତର୍ଗତ ୩୫ ବିଧାନସଭା ନିର୍ବାଚନ ମଣ୍ତଳୀରେ ପ୍ରଚାର କରିବେ । ଆଜି ସଂଧ୍ୟାରେ ଶେଷ ହେବ ପ୍ରଚାର ।ଲୋକସଭା ନିର୍ବାଚନ ୨୦୨୪
ଆସନ | ପ୍ରାର୍ଥୀ | ନିର୍ବାଚନ ତାରିଖ
ଦ୍ୱିତୀୟ ପର୍ଯ୍ୟାୟର ଆସ୍କା, କନ୍ଧମାଳ, ବଲାଙ୍ଗୀର, ବରଗଡ଼ ଏବଂ ସୁନ୍ଦରଗଡ଼ ଆସନ ସହ ବିଧାନସଭା ଆସନ ଗୁ଼ଡିକରେ ମତଦାନ ହେବ । ତେବେ ଏହି ୩୫ଟି ବିଧାନସଭା ଆସନ ମଧ୍ୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରତିନିଧିତ୍ୱ କରୁଥିବା ଦୁଇଟି ବିଧାନସଭା ଆସନ କଣ୍ଟାବାଞ୍ଜି ଏବଂ ହିଞ୍ଜିଳି ରିହିଛି ।

ଭୁବନେଶ୍ୱର ରୁ ସମୀର ରଞ୍ଜନ ନାୟକ ଙ୍କ ରିପୋର୍ଟ AKN NEWS

Related Articles

Leave a Reply

Your email address will not be published. Required fields are marked *

Back to top button
error: Content is protected !!