ଓଡିଶା ଖବର

ଉମରକୋଟ ଠାରେ ଜିଲାପାଳଙ୍କ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ।

ନବରଙ୍ଗପୁର( AKN NEWS):ଆଜି ଉମରକୋଟ ପୌରପାଳିକା ସମ୍ମିଳନୀ ଗୃହରେ ଜିଲ୍ଲାପାଳ ଡ ମହେଶ୍ଵର ସ୍ୱାଇଁଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏହି ଶିବିରରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ ଜିଲ୍ଲା ପରିଷଦ ବିରଞ୍ଚିଁ ନାରାୟଣ ଦରୱାନ ,ଉପ ଜିଲ୍ଲାପାଳ ପ୍ରକାଶ କୁମାର ମିଶ୍ରଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।ଏହି ଜନ ଶୁଣାଣି ଶିବିରରେ ମୋଟ ୩୦ ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୨୩ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୦୭ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା।୫ ଟି ଅଭିଯୋଗର ସମାଧାନ ତତକ୍ଷଣାତ କରାଯାଇଥିଲା।

ନବରଙ୍ଗପୁର ରୁ ଘାସିରାମ ହରିଜନ ଙ୍କ ରିପୋର୍ଟ AKN NEWS

Related Articles

Leave a Reply

Your email address will not be published. Required fields are marked *

Back to top button
error: Content is protected !!