ଓଡିଶା ଖବର

ଖୋର୍ଦ୍ଧା ନିର୍ବାଚନମଣ୍ଡଳୀ ରେ ବିଜୁ ଜନତା ଦଳ ପ୍ରତିଷ୍ଠା ଦିବସ ପାଳିତ

ଭୁବନେଶ୍ୱର (AKN NEWS):ଖୋରଧା ନିର୍ବାଚନମଣ୍ଡଳୀ ରେ ବିଜୁ ଜନତା ଦଳ ର ୨୭ତମ ପ୍ରତିଷ୍ଠା ଉତ୍ସବ ରେ ବିଜୁ ପଟ୍ଟନାୟକ ପାର୍କ ସ୍ଥିତ ପ୍ରବାଦ ପୁରୁଷ ବିଜୁ ବାବୁଙ୍କ ପ୍ରତି ମୂର୍ତ୍ତି ରେ ମାଲ୍ୟାର୍ପଣ, ଜିଲ୍ଲା ସଦର ମହକୁମା ଚିକିତ୍ସାଳୟ ରେ ରୋଗୀମାନଙ୍କୁ ଫଳ ବଣ୍ଟନ ଏବଂ ଜୟୀ ରାଜଗୁରୁ ଭବନରେ ଅନୁଷ୍ଠିତ ସାଧାରଣ ସଭାରେ ଯୋଗ ଦେଇଥିଲେ

ରାଜ୍ୟ ବିଜୁ ମହିଳା ଜନତା ଦଳ ବରିଷ୍ଠ ଉପସଭାପତି, ବାସନ୍ତୀ ମହାପାତ୍ର l

ଭୁବନେଶ୍ୱର ରୁ ଖୋର୍ଦ୍ଧା ଜିଲ୍ଲା ବ୍ୟୁରୋ ଚିଫ ସମୀର ରଞ୍ଜନ ନାୟକ ଙ୍କ ରିପୋର୍ଟ AKN NEWS 

Related Articles

Leave a Reply

Your email address will not be published. Required fields are marked *

Back to top button
error: Content is protected !!