ଓଡିଶା ଖବର

ଚିଲିକା ବ୍ଲକରେ ମିଳିତ ଜନ ଶୁଣାଣି ଅନୁଷ୍ଠିତ

ଖୋର୍ଦ୍ଧା (AKN NEWS): ଚିଲିକା ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଆଜିର ପ୍ରତ୍ୟେକ୍ଷ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଆଜି ମୋଟ 15 ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିବା ବେଳେ ସେଥିମଧ୍ୟରୁ 09ଟି ଅଭିଯୋଗ ବ୍ୟକ୍ତିଗତ ଥିଲା ଓ ବାକି 03ଟି ବିଭିନ୍ନ ଗ୍ରାମର ସାମୁହିକ ସମସ୍ୟା ଥିଲା। ଉକ୍ତ ଅଭିଯୋଗ ମାନଙ୍କ ମଧ୍ୟରୁ ସ୍ଥଳବିଶେଷରେ 2 ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା । ଏକ ଜଣଙ୍କୁ 5000/-ଟଙ୍କା ‌ରେଡକ୍ରସ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଥିଲା ।

ଆଜିର ମିଳିତ ଜନଶୁଣାଣି ଅବସରରେ ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀ ଅଧ୍ୟକ୍ଷତା କରିଥିବାବେଳେ / ଆରକ୍ଷୀ ଅଧିକ୍ଷକ, ସିଦ୍ଧାର୍ଥ କାଟାରିଆ /ସି ଡ଼ି ଏମ୍ଓ , ଡଃ ଆର୍ତ୍ତଵନ୍ଧୁ ନାୟକ/ବିଡିଓ , ଓ ଜିଲ୍ଲା ଶିକ୍ଷା ଅଧିକାରୀ ବିଶ୍ଵନାଥ‌ ତରାଇ ଓ ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ

ଖୋର୍ଦ୍ଧା ଜିଲ୍ଲା ବ୍ୟରୋ ଚିଫ ସମୀର ରଞ୍ଜନ ନାୟକ ଙ୍କ ରିପୋର୍ଟ AKN NEWS

Related Articles

Leave a Reply

Your email address will not be published. Required fields are marked *

Back to top button
error: Content is protected !!