ଓଡିଶା ଖବର

ଜମଲା କଲେଜ ରେ ନୂଆ-ଓ – ଯୁବ ଓଡ଼ିଶା, ନବୀନ ଓଡ଼ିଶା ଉଦଯାପିତ

ଜମଲା କଲେଜ ରେ ନୂଆ-ଓ – ଯୁବ ଓଡ଼ିଶା, ନବୀନ ଓଡ଼ିଶା ଉଦଯାପିତ

ତା 03/12/23
 ବରଗଡ
ରିପୋର୍ଟ ରଜନୀକାନ୍ତ ସାହୁ

ଜମଲା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ନୂଆ-ଓ, ଯୁବ ଓଡ଼ିଶା- ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଉଦଯାପିତ ହୋଇଯାଇଛି l ଅଧକ୍ଷ ବିରଜା ପ୍ରସାଦ ଦଳପତି ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ ବିଧାୟିକା ବର୍ଷା ସିଂ ବରିହା ମୁଖ୍ୟ ଅତିଥି, ଜିଲ୍ଲା ପରିଷଦ ସଭ୍ୟା ପୂର୍ଣ୍ଣିମା ସମ୍ମାନିତ ଅତିଥି ଭାବେ ଯୋଗ ଦେଇ କୃତି ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରିଥିଲେ lନୀଳିମା କର ସ୍ଵାଗତ କରିଥିବାବେଳେ ରମେଶ ସାହୁ ଅତିଥି ପରିଚୟ ପ୍ରଦାନ କରିଥିଲେ l ଉତ୍କଳ ସାହୁ ପରିଚାଳନା କରିଥିବା ବେଳେ ବିକାଶ ପଧାନ ଧନ୍ୟବାଦ ଅର୍ପଣ କରିଥିଲେ l ମହାବିଦ୍ୟାଳୟ ର ସମସ୍ତ ଅଧ୍ୟାପକ-ଅଧ୍ୟାପିକା ମାନଙ୍କ ସହ ଛାତ୍ରଛାତ୍ରୀ ବୃନ୍ଦ ଉପସ୍ଥିତ ଥିଲେ।ନୀଳିମା କର ସ୍ଵାଗତ କରିଥିବାବେଳେ ରମେଶ ସାହୁ ଅତିଥି ପରିଚୟ ପ୍ରଦାନ କରିଥିଲେ l ଉତ୍କଳ ସାହୁ ପରିଚାଳନା କରିଥିବା ବେଳେ ବିକାଶ ପଧାନ ଧନ୍ୟବାଦ ଅର୍ପଣ କରିଥିଲେ l ମହାବିଦ୍ୟାଳୟ ର ସମସ୍ତ ଅଧ୍ୟାପକ-ଅଧ୍ୟାପିକା ମାନଙ୍କ ସହ ଛାତ୍ରଛାତ୍ରୀ ବୃନ୍ଦ ଉପସ୍ଥିତ ଥିଲେ।

ବରଗଡ ଜିଲ୍ଲା ଗାଇସିଲେଟ ରୁ ରଜନୀକାନ୍ତ ସାହୁ ଙ୍କ ରିପୋର୍ଟ AKN NEWS

Related Articles

Leave a Reply

Your email address will not be published. Required fields are marked *

Back to top button
error: Content is protected !!