ଓଡିଶା ଖବର
ଧାଡ଼ି ଦର୍ଶନ ପାଇଁ ସମସ୍ତ ବ୍ୟବସ୍ଥା ସରିଥିବା କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ।

ଭୁବନେଶ୍ୱର(AKN NEWS): ଚଳିତ ମାସ ଶେଷ ସୁଦ୍ଧା ପୁରୀରେ ଶ୍ରୀଜିଉଙ୍କ ଧାଡ଼ି ଦର୍ଶନ ବ୍ୟବସ୍ଥା। ସପ୍ତାହେ ମଧ୍ୟରେ ଶ୍ରୀମନ୍ଦିର ପରିଚାଳନା କମିଟି। ପରିଚାଳନା କମିଟି ପରେ ହୁଣ୍ଡି ଉଠାଇବା ନିଷ୍ପତ୍ତି ଅନୁମୋଦିତ ହେବ। ଏନେଇ ପ୍ରସ୍ତାବ ଓ ସରକାରଙ୍କ ଅନୁମତି ପରେ ହୁଣ୍ଡି ସିଫ୍ଟ ହେବ। ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସୂଚନା।କହିଛନ୍ତି ସପ୍ତାହେ ମଧ୍ୟରେ ଶ୍ରୀମନ୍ଦିର ପରିଚାଳନା କମିଟି ହୋଇଯିବ। ଏହା ପରେ ହୁଣ୍ଡି ଉଠାଇବା ନୀତି ଅନୁଷ୍ଠିତ ହେବ। ପରିଚାଳନା କମିଟିର ପ୍ରସ୍ତାବ ଓ ସରକାରଙ୍କ ଅନୁମତି ପରେ ହୁଣ୍ଡି ସ୍ଥାନାନ୍ତର ହେବ।ଧାଡ଼ି ଦର୍ଶନ ପାଇଁ ସମସ୍ତ ବ୍ୟବସ୍ଥା ସରିଥିବା କହିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ। ଶୃଙ୍ଖଳିତ ଦର୍ଶନ ପାଇଁ ଧାଡ଼ି ଦର୍ଶନ ବ୍ୟବସ୍ଥା କରାଯିବ ।
ସମୀର ରଞ୍ଜନ ନାୟକ AKN NEWS


