ଓଡିଶା ଖବର

ପୁରୀ ବାଣ ବିସ୍ଫୋରଣରେ ଆହତଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ପୁରୀ ବାଣ ବିସ୍ଫୋରଣରେ ଆହତଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

ଭୁବନେଶ୍ୱର ପୁରୀ ନରେନ୍ଦ୍ର ପୁଷ୍କରିଣୀରେ ଭଉଁରି ଖେଳ ବେଳେ ବାଣ ବିସ୍ଫୋରଣ ଘଟି ୩ ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ୩୦ରୁ ଅଧିକ ଗୁରୁତର ହୋଇ କଟକ ଓ ଭୁବନେଶ୍ୱରର ବିଭିନ୍ନ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି।ଆହତଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ ସମ୍ ହସ୍ପିଟାଲରେ ସମସ୍ତ ଆହତଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ
ସମସ୍ତଙ୍କ ଆଶୁ ଆରୋଗ୍ୟ କାମନା କଲେ ନବୀନ ଚିକିତ୍ସା ବ୍ୟବସ୍ଥା ନେଇ ବରିଷ୍ଠ ଡାକ୍ତରଙ୍କ ସହ ଆଲୋଚନା କଲେ ନବୀନ

ଭୁବନେଶ୍ୱର ରୁ ସମୀର ରଞ୍ଜନ ନାୟକ ଙ୍କ ରିପୋର୍ଟ AKN NEWS

Related Articles

Leave a Reply

Your email address will not be published. Required fields are marked *

Back to top button
error: Content is protected !!