ଜିଲ୍ଲା

ଭବାନୀପାଟଣା ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ।

ଭବାନୀପାଟଣା ଠାରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ।
ଭବାନୀପାଟଣା,(AKN NEWS )ତା୬.୧୧.୨୦୨୩:
ଆଜି ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି ଅନ୍ୱେଷା ରେଡ୍ଡୀ ଏଵଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ଅଭିଳାଷ ଜୀ ଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଉପ ଜିଲ୍ଲାପାଳ ଡ ବିଶ୍ବଜିତ ଦାସଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ବିଭାଗୀୟ ଅଧିକାରୀ ଉପସ୍ଥିତ ଥିଲେ।
ଏହି ଜନ ଶୁଣାଣି ଶିବିରରେ ମୋଟ ୧୬୦ଜଣ ଆବେଦନକାରୀ ନିଜର ଅଭିଯୋଗ ପତ୍ର ଦାଖଲ କରିଥିଲେ। ସେଥିମଧ୍ୟରୁ ୧୩୫ଟି ବ୍ୟକ୍ତିଗତ ସମସ୍ୟା ଅଭିଯୋଗ ଓ ୨୫ଟି ଗ୍ରାମ୍ୟ ତଥା ସାମୁହିକ ସମସ୍ୟା ସମ୍ମିଳିତ ଥିଲା। ୩୪ଟି ଅଭିଯୋଗର ସମାଧାନ ତତକ୍ଷଣାତ୍ କରାଯାଇଥିଲା। ମୂଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୩ଜଣ ଙ୍କୁ ସହାୟତା ମଞ୍ଜୁର କରାଯାଇଥିଲା

ବ୍ୟୁରୋ ରିପୋର୍ଟ ଏକେଏନ୍ ନ୍ୟୁଜ୍। 

Related Articles

Back to top button
error: Content is protected !!