ଅନନ୍ୟ

ମାର୍ଚ୍ଚ ୮ରେ ମିଳିବ ସୁଭଦ୍ରା ଦ୍ୱିତୀୟ କିସ୍ତି ଟଙ୍କା ।

ମାର୍ଚ୍ଚ ୮ରେ ମିଳିବ ସୁଭଦ୍ରା ଦ୍ୱିତୀୟ କିସ୍ତି ଟଙ୍କା । ମହିଳା ଦିବସ ଅବସରରେ ରାଜ୍ୟରେ ସୁଭଦ୍ରା ହିତାଧିକାରୀଙ୍କୁ ଦ୍ବିତୀୟ କିସ୍ତି ଟଙ୍କା ଦିଆଯିବ । ଏନେଇ ଆଜି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର :(ସମୀର ରଞ୍ଜନ ନାୟକ )ମାର୍ଚ୍ଚ ୮ରେ ମିଳିବ ‘ସୁଭଦ୍ରା’ ଯୋଜନାରେ ୨ୟ କିସ୍ତି ଟଙ୍କା। ବ୍ରହ୍ମପୁରରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଟଙ୍କା ପ୍ରଦାନ କରାଯିବ । ଟଙ୍କା ବଣ୍ଟନ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ଶୁକ୍ରବାର ସୂଚନା ଦେଇଛନ୍ତି।ଉପମୁଖ୍ୟମନ୍ତ୍ରୀ କହିଛନ୍ତି, ସୁଭଦ୍ରାର ୨ୟ କିସ୍ତି ଟଙ୍କା ବ୍ରହ୍ମପୁରରୁ ଏଥର ଦିଆଯିବ। ସୁଭଦ୍ରା ଏକ କୋଟି ମହିଳାଙ୍କ ପାଖରେ ପହଞ୍ଚିବ । ମାର୍ଚ୍ଚ ୮ରେ ଥରକେ କୋଟିଏ ମହିଳାଙ୍କୁ ଆର୍ଥିକ ସ୍ୱାବଲମ୍ବି କରାଯିବ।ମାର୍ଚ୍ଚ ୮ରେ ସୁଭଦ୍ରାର ଦ୍ବିତୀୟ କିସ୍ତି ଟଙ୍କା ମିଳିବ। ବ୍ରହ୍ମପୁରରେ ମୁଖ୍ରମନ୍ତ୍ରୀ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ପଠାଇବେ। ଶୁକ୍ରବାର ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ାଙ୍କ ସୂଚନା ଦେଇଛନ୍ତି।ବର୍ତ୍ତମାନ ସୁଦ୍ଧା ୯୮ ଲକ୍ଷ ମହିଳା ସୁଭଦ୍ରା ଟଙ୍କା ପାଇସାରିଥିବା ବେଳେ ଭାଗ୍ୟଶାଳୀ ଆଉ ୨ ଲକ୍ଷ ମହିଳାଙ୍କ ଆକାଉଣ୍ଟକୁ ଟଙ୍କା ଯିବା ନେଇ ଉପମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ।

ସମୀର ରଞ୍ଜନ ନାୟକ AKN NEWS 

Related Articles

Leave a Reply

Your email address will not be published. Required fields are marked *

Back to top button
error: Content is protected !!