ଓଡିଶା ଖବର
ମୁଁଖ୍ୟମନ୍ତ୍ରୀଙ୍କୁ ନିମନ୍ତ୍ରଣ ପତ୍ର ଦେଲେ ସେବାୟତ,

ଭୁବନେଶ୍ୱର (AKN NEWS):ପରିକ୍ରମା ପ୍ରକଳ୍ପର ଲୋକାର୍ପଣ ଉତ୍ସବ ପାଇଁ ନିମନ୍ତ୍ରଣନି ମନ୍ତ୍ରଣ ପରେ ରାମଚନ୍ଦ୍ର ଦାସ ମହାପାତ୍ରଙ୍କ ପ୍ରତିକ୍ରିୟା ମୁଁଖ୍ୟମନ୍ତ୍ରୀ ମୁଠାଏ ଚାଉଳ ଓ ଗୁଆ ଦେଲେ’ ପରିକ୍ରମା ପ୍ରକଳ୍ପ ହାତକୁ ନେଇ ଇତିହାସ ରଚିଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର ରୁ ଖୋର୍ଦ୍ଧା ଜିଲ୍ଲା ବ୍ୟୁରୋ ଚିଫ ସମୀର ରଞ୍ଜନ ନାୟକ ଙ୍କ ରିପୋର୍ଟ AKN NEWS


