ଓଡିଶା ଖବର
ରାଜ୍ୟପାଳଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ପତ୍ର ପ୍ରଦାନ କଲେ ନବୀନ ପଟ୍ଟନାୟକ ।

ରାଜ୍ୟପାଳଙ୍କୁ ଭେଟି ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ପତ୍ର ପ୍ରଦାନ କଲେ ନବୀନ ପଟ୍ଟନାୟକ ।
ଭୁବନେଶ୍ୱର :ପରାଜୟ ପରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଲେ ନବୀନଆଜି ରାଜ ଭବନ ରେ ରାଜ୍ୟପାଳଙ୍କୁ ଭେଟି ଇସ୍ତଫା ଦେଇଛନ୍ତି l ନବୀନ ନିବାସ ରୁ କାଡ ସୁରକ୍ଷା ରେ ଯାଇଥିବା ସୂଚନା l
ସମୀର ରଞ୍ଜନ ନାୟକଙ୍କ ରିପୋର୍ଟ AKN NEWS