ଓଡିଶା ଖବର

ରାଜ୍ୟ ସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

(AKN NEWS): ରାଜ୍ୟ ସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ରେ ଶ୍ରେଷ୍ଠ ବିଦ୍ୟାଳୟ ଭାବରେ ପୁରସ୍କୃତ ହୋଇଛନ୍ତି। ଗତ ତା ୩୧/୦୧/୨୦୨୪ ରିଖ ଦିନ ରାଜ୍ୟ ସରକାର ଙ୍କ ଦ୍ଵାରା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ବାଦି, ରାଜ୍ୟ ସ୍ତରରେ ପଚାଶ ଟି ବିଦ୍ୟାଳୟ ମଧ୍ୟରେ ୨୩ ତମ ସ୍ଥାନ ଅଧିକାର କରି ଶ୍ରେଷ୍ଠ ବିଦ୍ୟାଳୟ ଭାବରେ ପୁରସ୍କୃତ ହୋଇଛନ୍ତି। ଆଜି ବିଦ୍ୟାଳୟ ରେ ପ୍ରଧାନ ଶିକ୍ଷୟତ୍ରୀ ଶ୍ରୀମତୀ ସୂର୍ଯ୍ୟମଣି ପାଣିଗ୍ରାହି ଙ୍କୁ ଓ ଶ୍ରୀମତୀ ଲକ୍ଷ୍ମୀ କୁମାରୀ ତାଣ୍ଡି ଙ୍କୁ ବିଦ୍ୟାଳୟ ତରଫରୁ ସମ୍ବର୍ଦ୍ଧିତ କରାଯାଇଛି। ଉକ୍ତ କାର୍ଯ୍ୟକ୍ରମ ରେ ବିଦ୍ୟାଳୟର ସମସ୍ତ ଛାତ୍ରଛାତ୍ରୀ,ଶିକ୍ଷକ ଶିକ୍ଷୟିତ୍ରୀ। ଓ ବିଦ୍ୟାଳୟ ପରିଚାଳନା କମିଟି ସଦସ୍ୟ ସଦସ୍ୟ।ମାନେ ଉପସ୍ଥିତ ଥିଲେ।

ନୂଆପଡା ଜିଲ୍ଲା ରୁ ଓମ ପ୍ରକାଶ ଚୌଧୁରୀ ଙ୍କ ରିପୋର୍ଟ akn news

Related Articles

Leave a Reply

Your email address will not be published. Required fields are marked *

Back to top button
error: Content is protected !!