ଅନନ୍ୟ

ସରିଆଁର ପ୍ରଧାନ ଶିକ୍ଷକ ଟଙ୍କଧର ସାହା ଙ୍କୁ ତତ୍ତ୍ଵାବଧାନରେ ୧୮ତମ ପ୍ରବାସୀ ଭାରତୀୟ ଦିବସ ଉପଲକ୍ଷେ ଚିତ୍ରକଳା ମାଧ୍ୟମରେ ଜଙ୍ଗଲ ସୁରକ୍ଷା ସଚେତନତା

କଳାହାଣ୍ଡି ଜିଲ୍ଲା ନର୍ଲା ବ୍ଲକ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ସରିଆଁର ପ୍ରଧାନ ଶିକ୍ଷକ ଟଙ୍କଧର ସାହା ଙ୍କୁ ତତ୍ତ୍ଵାବଧାନରେ ୧୮ତମ ପ୍ରବାସୀ ଭାରତୀୟ ଦିବସ ଉପଲକ୍ଷେ ଚିତ୍ରକଳା ମାଧ୍ୟମରେ ଜଙ୍ଗଲ ସୁରକ୍ଷା ସଚେତନତା ଓ ସ୍ୱଚ୍ଚ ଭାରତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟକ୍ରମ ରେ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ସରିଆଁର ପ୍ରଧାନ ଶିକ୍ଷକ ସାଧୁରାମ ଭୋଇ, ପୂର୍ବତନ କିରାଣୀ ପ୍ରମୋଦ ଚନ୍ଦ୍ର ଭୋଇ ଏଵଂ ପ୍ରକୃତି ବନ୍ଧୁ ପୁରସ୍କାର ପ୍ରାପ୍ତ ମିଲନ କୁମାର ଭୋଇ ଉପସ୍ଥିତ ଥିଲେ। ଏଵଂ କାର୍ଯ୍ୟକ୍ରମ ରେ ଉକ୍ତ ବିଦ୍ୟାଳୟର ସମସ୍ତ ଶିକ୍ଷକ ଶିକ୍ଷୟତ୍ରୀ ଓ ଛାତ୍ର ଛାତ୍ରୀ ଏଵଂ ଭବାନୀ ଶଙ୍କର ସାଂସ୍କୃତିକ ଅନୁଷ୍ଠାନ ସରିଆଁର ସଦସ୍ୟ ମୋହିତ କୁମାର ଭୋଇ ପ୍ରମୁଖ ଉପସ୍ଥିତ ଥିଲେ । ଆର୍ଟିଷ୍ଟ ସୁନନ୍ଦ ଭୋଇ ଚିତ୍ର ଆଙ୍କିଥିଲେ ଓ ଗୁ୍ପେଶ୍ୱର ବାଗ ସହଯୋଗ କରିଥିଲେ।

Related Articles

Leave a Reply

Your email address will not be published. Required fields are marked *

Back to top button
error: Content is protected !!