ଓଡିଶା ଖବର

ବ୍ରୁଆରୀ୮ରେମିଳିବ୪ର୍ଥପର୍ଯ୍ୟାୟ_ସୁଭଦ୍ରାଟଙ୍କା ସୁଭଦ୍ରା ଯୋଜନାକୁ ନେଇ ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ଭୁବନେଶ୍ୱର :(AKN NEWS): ଫେବ୍ରୁଆରୀ ୮ରେ ୪ର୍ଥ ପର୍ଯ୍ୟାୟ ସୁଭଦ୍ରା । ସୂଚନା ଦେଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଯାଜପୁରରେ ‘ସୁଭଦ୍ରା’ ଟଙ୍କା ବଣ୍ଟନ କାର୍ଯ୍ୟକ୍ରମ । ୩ ଓ ୪ ତାରିଖରେ ବ୍ୟାଙ୍କରେ NPCI ଚେକ୍‌ କରିପାରିବେ । ଛୋଟଛୋଟ ସମସ୍ୟାକୁ ବ୍ୟାଙ୍କ ଯାଇ ତୁରନ୍ତ ସମାଧାନ କରନ୍ତୁ ।

୪ର୍ଥ ପର୍ଯ୍ୟାୟରେ ୧ କୋଟି ଟପିପାରେ ହିତାଧିକାରୀ ସଂଖ୍ୟା । ଫେବ୍ରୁଆରୀରେ ଯଦି ବଞ୍ଚିତ ହୁଅନ୍ତି, ଯାଞ୍ଚ କରିବାର ମାସେ ସମୟ ରହିଛି । ମାର୍ଚ୍ଚ ୮ ସୁଦ୍ଧା ଯାଞ୍ଚକରି ତଥ୍ୟ ଦାଖଲ କଲେ ଟଙ୍କା ପାଇପାରିବେ

ସମୀର ରଞ୍ଜନ ନାୟକ AKN NEWS 

Related Articles

Leave a Reply

Your email address will not be published. Required fields are marked *

Back to top button
error: Content is protected !!