ଓଡିଶା ଖବର

ନବ ନିଯୁକ୍ତ ଜିଲ୍ଲା ବିଜେଡି ସଭାପତି ତଥା ଲାଞ୍ଜିଗଡ଼ ବିଧାୟକ ପ୍ରଦୀପ କୁମାର ଦିଶାରୀ ଗତକାଲି ସମ୍ବର୍ଦ୍ଧନା ସଭାରେ ଯୋଗଦେବା ପୁର୍ବରୁ ବରପୁତ୍ର ଓ ମହାପୁରୁଷ ମାନଙ୍କୁ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ।

(AKN NEWS):ନବ ନିଯୁକ୍ତ ଜିଲ୍ଲା ବିଜେଡି ସଭାପତି ତଥା ଲାଞ୍ଜିଗଡ଼ ବିଧାୟକ ପ୍ରଦୀପ କୁମାର ଦିଶାରୀ ଗତକାଲି ସମ୍ବର୍ଦ୍ଧନା ସଭାରେ ଯୋଗଦେବା ପୁର୍ବରୁ ବରପୁତ୍ର ଓ ମହାପୁରୁଷ ମାନଙ୍କୁ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଥିଲେ। ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ, ସମ୍ବିଧାନ ନିର୍ମାତା ଡଃ ବାବା ସାହେବ୍ ଆମ୍ବେଦକର ଓ ମାଟିର ବୀର ସନ୍ତାନ ସହୀଦ ରେଣ୍ଡୋ ମାଝୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହିତ ତାଙ୍କର ସ୍ମୁତି ଚାରଣ କରିଥିଲେ। ଏହି କାର୍ଯ୍ୟକ୍ରମରେ ପୂର୍ବତନ ବିଧାୟକ ମହୋଷଧି ବାଗ, ଜିଲ୍ଲା ସାଧାରଣ ସମ୍ପାଦକ ଧର୍ମେନ୍ଦ୍ର ନାଏକ, ପୂର୍ବତନ ପୋରାଧ୍ୟକ୍ଷା ସଞ୍ଜୁକ୍ତା ବେହେରା, ଆଦିବାସୀ ନେତା ପରମାନନ୍ଦ ମାଝୀ, ଯୁବନେତା ତ୍ରିଲୋଚନ ପାଣିଗ୍ରାହୀ, ସଚ୍ଚିଦାନନ୍ଦ ମହାକୁଡ଼, ମଧୁ ନାଗ , ରୁତୁରାଜ ମାଝୀ ପ୍ରମୁଖ ଯୋଗଦେଇଥିଲେ।

ବ୍ୟୁରୋ ରିପୋର୍ଟ AKN NEWS

Related Articles

Leave a Reply

Your email address will not be published. Required fields are marked *

Back to top button
error: Content is protected !!