ଓଡିଶା ଖବର

ନୂଆପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ରାଜେନ୍ଦ୍ର ଢ଼ୋଲକିଆଙ୍କ ଦେହାନ୍ତ ବିଷୟରେ ଜାଣି ଅତ୍ୟନ୍ତ ଦୁଃଖିତ।

(AKN NEWS):ନୂଆପଡ଼ା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ରାଜେନ୍ଦ୍ର ଢ଼ୋଲକିଆଙ୍କ ଦେହାନ୍ତ ବିଷୟରେ ଜାଣି ଅତ୍ୟନ୍ତ ଦୁଃଖିତ। ଶୋକସନ୍ତପ୍ତ ପରିବାର ପ୍ରତି ମୋର ସମବେଦନା ଜଣାଇବା ସହ ଦିବଙ୍ଗତ ଆତ୍ମାଙ୍କ ଶାନ୍ତି ପାଇଁ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି। ଓଁ ଶାନ୍ତି 🙏

AKN NEWS ପରିବାର ତରଫରୁ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି 🙏🙏

ବ୍ୟୁରୋ ରିପୋର୍ଟ AKN NEWS

Related Articles

Leave a Reply

Your email address will not be published. Required fields are marked *

Back to top button
error: Content is protected !!