ଓଡିଶା ଖବର

୨୭ ତାରିଖ ସ୍କୁଲ ଓ କଲେଜ ଛୁଟି ସମ୍ବନ୍ଧିତ ସୂଚନା:

ଭୁବନେଶ୍ୱର (AKN NEWS): ଓଡ଼ିଶାର ପ୍ରମୁଖ ଶକ୍ତି ପୀଠ ତଥା ପଶ୍ଚିମ ଓଡିଶାର ଅଧିଷ୍ଠାତ୍ରୀ ଦେବୀ ମା ସମଲେଶ୍ବରୀଙ୍କ ପୀଠର ବିକାଶ ପାଇଁ କରାଯାଇଥିବା ସମଲେଇ ପ୍ରକଳ୍ପର ଲୋକାର୍ପଣ ଉତ୍ସବ ଜାନୁୟାରୀ ୨୭ରେ ବିପୁଳ ଉତ୍ସାହ ଓ ଭକ୍ତି ଭାବନା ସହ ଅନୁଷ୍ଠିତ ହେଉଛି। ଏହି କାର୍ଯ୍ୟକ୍ରମରେ ଭକ୍ତମାନେ ଆନନ୍ଦର ସହ ଯୋଗଦାନ କରି ମାଙ୍କ ଉଦ୍ଦେଶ୍ୟରେ ଭକ୍ତି ନିବେଦନ କରିପାରିବେ।

ସମଲେଇ ପ୍ରକଳ୍ପ ଲୋକାର୍ପଣ ଉତ୍ସବକୁ ଦୃଷ୍ଟିରେ ରଖି ଆସନ୍ତା ଜାନୁଆରୀ ୨୭ ତାରିଖ ଦିନ ସାରା ରାଜ୍ୟର ସ୍କୁଲ ଓ କଲେଜ ବନ୍ଦ ରହିବ ବୋଲି ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟନାୟକ ଘୋଷଣା କରିଛନ୍ତି।

ଭୁବନେଶ୍ୱର ରୁ ଖୋର୍ଦ୍ଧା ଜିଲ୍ଲା ବ୍ୟରୋ ଚିଫ ସମୀର ରଞ୍ଜନ ନାୟକ ଙ୍କ ରିପୋର୍ଟ AKN NEWS 

Related Articles

Leave a Reply

Your email address will not be published. Required fields are marked *

Back to top button
error: Content is protected !!