ଓଡିଶା ଖବର
ଖୋର୍ଦ୍ଧା ଜିଲ୍ଲା ରେ ନୂତନ ଜିଲ୍ଲା ପାଳ

(AKN NEWS): ଖୋର୍ଦ୍ଧା ଖୋର୍ଦ୍ଧା ଜିଲ୍ଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ସ୍ଥାନରେ ଚଞ୍ଚଲ ରାଣା ଜିଲ୍ଲାପାଳ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି..ଏହି ଅବସରରେ ଜିଲ୍ଲାର ବିଭିନ୍ନ ସରକାରୀ ଅଧିକାରୀଙ୍କ ସମେତ ବିଭିନ୍ନ ସଙ୍ଗଠନର ସଦସ୍ୟ ନୂଆ ଜିଲ୍ଲାପାଳଙ୍କୁ ସାକ୍ଷାତ କରି ଅଭିନନ୍ଦନ ଜଣାଇଛନ୍ତି
ଖୋର୍ଦ୍ଧା ଜିଲ୍ଲା ବ୍ୟୁରୋ ଚିଫ ସମୀର ରଞ୍ଜନ ନାୟକ ଙ୍କ ରିପୋର୍ଟ


