ଓଡିଶା ଖବର

ସଡ଼କ ଦୃଘଟଣା

ଭୁବନେଶ୍ୱର :ସଡ଼ ଦୃଘଟଣା ହୋଇଥିବା ଖବର ଆମ ହସ୍ତଗ ହୋଇଛି ମିଳି ଥିବା ଖବର ଅନୁଯାଇ ରାଜଧାନୀରେ ଆଜି ସକାଳେ ସିରିଜ୍ ଦୁର୍ଘଟଣା ଘଟିଛି।  ସତସଙ୍ଗ ବିହାର ନିକଟରେ ସିରିଜ ଦୁର୍ଘଟଣା ଘଟିଛି। ଫଳରେ ୩ଟି କାର୍ ଭାଙ୍ଗି ଚୁରମାର ହୋଇଯାଇଥିବା ବେଳେ, ପ୍ରଥମେ ଦୁର୍ଘଟଣାଗ୍ରସ୍ତ ହୋଇଥିବା କାରର ଚାଳକ ଗୁରୁତର ହୋଇଛନ୍ତି। ସୂଚନା
ଘଟଣା ସ୍ଥଳରେ ପୋଲିସ ପହଂଚି ତଦନ୍ତ ଆରମ୍ଭ କରିଛି

ସମୀର ରଞ୍ଜନ ନାୟକ ଙ୍କ ରିପୋର୍ଟ AKN NEWS

Related Articles

Leave a Reply

Your email address will not be published. Required fields are marked *

Back to top button
error: Content is protected !!