ଓଡିଶା ଖବର

ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ଅନ୍ତରୀଣ ଜାମିନ

ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ମିଳିଲା ଅନ୍ତରୀଣ ଜାମିନ
ତିନିଦିନ ପାଇଁ ଜାମିନ ମଞ୍ଜୁର କଲେ ପ୍ରଥମ ଅତିରିକ୍ତ ଜିଲ୍ଲା ଦୈରାଜଜ୍ ଖୋର୍ଦ୍ଧା

ଭୁବନେଶ୍ଵର: ଖୋର୍ଦ୍ଧା ବିଧାୟକଙ୍କୁଜାମିନ ମିଳିଥିବା ଖବର ମିଳିଛି ମିଳିଥିବା ଖବର ଅନୁଯାଇ l ଖୋର୍ଦ୍ଧା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଜାମିନ ମିଳିଛି। ଖୋର୍ଦ୍ଧା ପ୍ରଥମ ଅତିରିକ୍ତ ଜିଲ୍ଲା ଦୌରାଜଜ ଅଜୟ ପ୍ରଧାନ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ଶ୍ରୀ ଜଗଦ୍ଦେବଙ୍କୁ ଅଦାଲତ ତିନିଦିନିଆ ଜାମିନ ପ୍ରଦାନ କରିଛନ୍ତି। ଜୁନ ୯, ୧୦ ଏବଂ ୧୧ ତାରିଖ ଯାଏଁ ଖୋର୍ଦ୍ଧା ବିଧାୟକଙ୍କୁ ଅଦାଲତ ଜାମିନ ଦେଇଛନ୍ତି। କିନ୍ତୁ ଜୁନ ୧୨ ତାରିଖରେ କୋର୍ଟରେ ହାଜର ହେବାକୁ ନିର୍ଦ୍ଦେଶ ଦିଆଯାଇଛି।
ସୂଚନାଯୋଗ୍ୟ ଚଳିତ ସାଧାରଣ ନିର୍ବାଚନରେ ଖୋର୍ଦ୍ଧାରୁ ବିଜେପିର ବିଧାୟକ ପ୍ରାର୍ଥୀ ପ୍ରଶାନ୍ତ ଜଗଦେବ ଗତ ୨୫ ତାରିଖ ବୋଲଗଡ଼ର ଏକ ବୁଥରେ ପଶି ଇଭିଏମ ଭଙ୍ଗାରୁଜା କରିଥିବା ନେଇ ଥାନାରେ ଅଭିଯୋଗ ହୋଇଥିଲା ।
ଆସନ୍ତାକାଲି ବିଜେପିର ବିଧାୟକ ଦଳ ବୈଠକ; ମୁଖ୍ୟମନ୍ତ୍ରୀ ନେଇ ଚିତ୍ର ସ୍ପଷ୍ଟ ହୋଇପାରେଆସନ୍ତାକାଲି ବିଜେପିର ବିଧାୟକ ଦଳ ବୈଠକ; ମୁଖ୍ୟମନ୍ତ୍ରୀ ନେଇ ଚିତ୍ର ସ୍ପଷ୍ଟ ହୋଇପାରେ୯ ତାରିଖରୁ ତାଙ୍କୁ ୩ ଦିନ ଲାଗି ଅନ୍ତରୀଣ ଜାମି ମିଳିଛି । ଏନେଇ ତାଙ୍କ ଓକିଲ ସୂଚନା ଦେଇଛନ୍ତି । ଏହି ଆଧାରରେ ପ୍ରଶାନ୍ତ ଜଗଦେବଙ୍କୁ ପୁଲିସ ଗିରଫ କରିଥିଲା । ପ୍ରଶାନ୍ତ ଜଗଦେବଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ନଥିବାରୁ ତାଙ୍କୁ କଟକ ବଡ଼ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ସେଠାରେ ସେ ଚିକିତ୍ସିତ ହେଉଛନ୍ତି ।

ଭୁବନେଶ୍ୱର ରୁ ସମୀର ରଞ୍ଜନ ନାୟକ ଙ୍କ ରିପୋର୍ଟ AKN NEWS

Related Articles

Leave a Reply

Your email address will not be published. Required fields are marked *

Back to top button
error: Content is protected !!